14 ଜିଲ୍ଲାରେ ପ୍ରବଳ ବର୍ଷା ଚେତାବନୀ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା,କଳାହାଣ୍ଡି, ଗଜପତି,କନ୍ଧମାଳ, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ପୁରୀ ବବ କେନ୍ଦ୍ରାପଡ଼ା ଆଦି 14 ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ଆଜି କୁହାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes