19 ଓ 20 ତାରିଖରେ ସମସ୍ତ ସ୍କୁଲ ଏବଂ ଅଙ୍ଗନବାଡି କେନ୍ଦ୍ର ବନ୍ଦ

ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଏବଂ ଅଙ୍ଗନବାଡି ବନ୍ଦ ରହିବ ବୋଲି ଆଜି ରାଜ୍ୟ ସରକାର ଘୋଷଣା କରିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes