2/3 ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷା ନାହିଁ

ଆସନ୍ତା ଦୁଇ ତିନି ମଧ୍ୟରେ ରାଜ୍ୟରେ ବିଶେଷ ବର୍ଷା ହେବାର ସମ୍ଭାବନା ନ ଥିବାରୁ ତାପମାତ୍ରା ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ କହିଛି l
ଉପକୂଳ ଓଡିଶା ସମେତ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଗୁଳୁଗୁଳି ଅନୁଭୂତ ହେବ l ତେବେ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବା କୁହାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version