20 ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ମାଫିଆ ଚମ୍ପଟ

କୋରାପୁଟ ଜିଲ୍ଲାର ମାଛକୁଣ୍ଡ ପୁଲିସ ଏକ କାରରୁ ଦୁଇ କ୍ୱିଣ୍ଟାଲ ଗଞ୍ଜେଇ ଜବତ କରିଥିବା ଆଜି ଅଧିକାରୀ କହିଛନ୍ତି l ଜବତ ଗଞ୍ଜେଇର ମୂଲ୍ୟ ପ୍ରାୟ 20 ଲକ୍ଷ ଟଙ୍କା l
ଏହି ଗଞ୍ଜେଇ ଉତ୍ତରପ୍ରଦେଶକୁ ଚାଲାଣ ହେଉଥିଲା l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes