25 ହଜାର ଲାଞ୍ଚ ନେଇ ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ

ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ଟିକିନାଥ ଭଇନ୍ସଲ ଆଜି ଜଣେ ଠିକାଦାରଙ୍କ ଠାରୁ ବିଲ ପାସ କରିବାକୁ 25 ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes