
87000
Users
16
Engagement user/min
310000
Reach/daily
ଭୁବନେଶ୍ବରରେ “ମ୍ୟାଙ୍ଗୋ ଫେଷ୍ଟିଭାଲ-୨୦୨୬”
ଓରମାସ ପକ୍ଷରୁ “ମ୍ୟାଙ୍ଗୋ ଫେଷ୍ଟିଭାଲ-୨୦୨୬” ଭୁବନେଶ୍ୱରସ୍ଥିତ ନନ୍ଦନକାନନ ରୋଡ୍, ଶିଶୁ ବିହାର, ପଟିଆଠାରେ ଆରମ୍ଭ ହୋଇଛି। ଏହାର ଶୁଭାରମ୍ଭ କରିଛନ୍ତି ଗ୍ରାମ୍ୟ ଉନ୍ନୟନ ତଥା ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ। ପ୍ରାକୃତିକ ଭାବେ ପାଚିଥିବା ଆମ୍ବକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ...
ରାଜ୍ୟରେ ଆଉ ଦୁଇ ଦିନ ଲାଗି ରହିବ କାଳବୈଶାଖୀ ବର୍ଷା
ଆଜି ପାଇଁ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଦୁଇ ଜିଲ୍ଲାରେ ପ୍ରବଳ ବର୍ଷା ସହ ଝଡ଼ ପବନର ସମ୍ଭାବନା ରହିଛି। ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ପ୍ରଭାବ ରହିବ। ...
ତାଳଚୁଆ ଥାନାର ନିଲମ୍ୱିତ ଆଇଆଇସିଙ୍କ ନାଁରେ ମାମଲା
ମାଆପୁଅଙ୍କ ଉପରେ ଥାର୍ଡ ଡିଗ୍ରୀ ଅଭିଯୋଗ ଘଟଣାରେ ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ କଲା ପୋଲିସ୍। ଗତ ୨୫ ତାରିଖରେ ଥାନା ଭିତରେ ମାଡ଼ ମାରିଥିବା ନେଇ ମାମଲା ରୁଜୁ ହୋଇଥିଲା।ଦୁର୍ବ୍ୟବହାର ଓ କର୍ତ୍ତବ୍ୟରେ ଅବହେଳା ନେଇ ନିଲମ୍ୱିତ ...
ଥାନା ଥାର୍ଡ ଡିଗ୍ରୀ; ୩ ପୋଲିସ ସସ୍ପେଣ୍ଡ୍
କବିସୂର୍ଯ୍ୟନଗର ଥାନା ଥାର୍ଡ ଡିଗ୍ରୀରେ ଘଟଣାରେ IPS ନିତିଶ କୁମାର ମିଶ୍ରଙ୍କୁ ଗଞ୍ଜାମ ମୁଖ୍ୟାଳୟକୁ ବଦଳି କରାଯାଇଥିବା ବେଳେ SI ସମୀର କୁମାର ରାଉତ,ବାଲିଚାଇ ଫାଣ୍ଡି ASI ବୈକୁଣ୍ଠ ଜେନା, କନେଷ୍ଟବଲ ସୁମନ କୁମାର ସାହୁଙ୍କୁ ସସ୍ପେଣ୍ଡ୍ କରାଯାଇଛି। ଡ୍ରାଇଭର କୃଷ୍ଣ ...