ବାଲେଶ୍ୱର ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ଆଜି ରାଜ୍ୟ ସରକାର ଖୋର୍ଦ୍ଧା ଜିଲ୍ଲାପାଳ ଭାବେ ନିଯୁକ୍ତ କରିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାପାଳ ସଂଗ୍ରାମ ମହାପାତ୍ରଙ୍କୁ ଓଡିଶା ଆଦର୍ଶ ବିଦ୍ୟାଳୟ ପ୍ରକଳ୍ପ ନିର୍ଦ୍ଦେଶକ ଦାୟିତ୍ୱ ଦିଆଯାଇଛି l
Credible Local News of Odisha