ରାୟଗଡ଼ା ଜିଲ୍ଲା କାଶିପୁର ବ୍ଲକ୍ରେ ଝାଡ଼ାବାନ୍ତିରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ଡାକ୍ତରଖାନା ପକ୍ଷରୁ ସୂଚନା ମିଳିଛି l
ଆଉ ୧୦ରୁ ଅଧିକ ଜଣ ଆକ୍ରାନ୍ତଙ୍କୁ ଟିକିରି ଓ କାଶିପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ସ୍ଥିତି ଅନୁଧ୍ୟାନ କରି ପଦକ୍ଷେପ ନିଆଯିବ ବୋଲି ରାୟଗଡ଼ା CDMO କହିଛନ୍ତି ।
Credible Local News of Odisha