ଆଜି (ସୋମବାର) ବିନିକା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହ ଠାରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲି ସୁନୀଲ ନରୱନେ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମ୍ବରେଶ ପଣ୍ଡାଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା ।
ଏଥିରେ ବ୍ଲକର ବିଭିନ୍ନ ସ୍ଥାନରୁ ଲୋକେ ଆସି ଅଭିଯୋଗ କରିଥିଲେ ।ଅଭିଯୋଗ ଗୁଡ଼ିକର ସମାଧାନ ପାଇଁ ଜିଲ୍ଲାପାଳ ଉପସ୍ଥିତ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।