ସମ୍ବଲପୁରରେ ଦିନକରେ 111 କରୋନା ପଜିଟିଭ July 22, 2022 by Rameswar mahakur ଗତ 24 ଘଣ୍ଟା ମଧ୍ୟରେ ସମ୍ବଲପୁର ଜିଲ୍ଲାରେ 111 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l