ପ୍ରଭୁ ଶ୍ରୀ ଅରବିନ୍ଦଙ୍କ ୧୫୦ତମ ଜନ୍ମଜୟନ୍ତୀ ପାଳନ ଅବସରରେ ଆଜି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକରେ ଶ୍ରୀଅରବିନ୍ଦ ଅତିମାନସ ଚେତନା ଜାଗରଣ ଯାତ୍ରା ଅନୁଷ୍ଠିତ ହୋଇଯାଇଛି ।
ଏହା ଜାଲୋଏ ଶ୍ରୀ ଅରବିନ୍ଦ ଶିକ୍ଷା ଓ ଗବେଷଣା କେନ୍ଦ୍ରରୁ ବାହାରି ଉଲୁଣ୍ଡା ବ୍ଲକର ସମସ୍ତ ପଞ୍ଚାୟତକୁ ଯାଇ ଶ୍ରୀ ଅରବିନ୍ଦଙ୍କ ବିବ୍ୟବାଣିକୁ ପ୍ରଚାର କରାଯାଇଥିଲା ।