କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା ଜିଲ୍ଲାରେ ଚାଲିଥିବା ବିଭିନ୍ନ ଆଦିବାସୀ ଉନ୍ନୟନ ଯୋଜନାର ସମୀକ୍ଷା କରିଛନ୍ତି।
ତାଙ୍କୁ ଜିଲ୍ଲାପାଳ ଆଶିଷ ଠାକରେ ସ୍ଵାଗତ କରିଥିଲେ। ସମୀକ୍ଷା ବେଳେ ଡିଏଫଓଙ୍କ ସମେତ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ।
Credible Local News of Odisha