ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସଦାଶିବ ତ୍ରିପାଠୀଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଉତ୍ସବ ଆଜି ଜୟଦେବ ଭବନରେ ଅନୁଷ୍ଠିତ ହୋଇଯାଇଛି l
କାର୍ଯ୍ୟକ୍ରମରେ ମନ୍ତ୍ରୀ ଜଗନ୍ନାଥ ସାରକା, ସାଂସଦ ରମେଶ ଚନ୍ଦ୍ର ମାଝୀ, ବିଧାୟକ ମନୋହର ରନ୍ଧାରୀ ପ୍ରମୁଖ ଯୋଗ ଦେଇଥିଲେ l
Credible Local News of Odisha