ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ କଲାପଥରରେ ଆଜି ପ୍ରଗତି ଯୁବକ ସଂଘ ଓ ଓଡିଶା ମୋ ପରିବାର ଜୀବନ ବିନ୍ଦୁର ମିଳିତ ଆନୁକୂଲ୍ୟରେ ଏକ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।
ଏଥିରେ ମୁଖ୍ୟ ଅତିଥି ଭାବରେ ଉଲୁଣ୍ଡା ପଞ୍ଚାୟତ ସମିତି ଅଧ୍ୟକ୍ଷା ଶାନ୍ତି ଲତା ମିଶ୍ର ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ବେଳେ ମୋଟ ୨୬ ୟୁନିଟ ରକ୍ତ ସଂଗୃହିତ ହୋଇଥିଲା ।