୧୮ରୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବାବେଳେ ପରବର୍ତ୍ତୀ ୪୮ ଘଣ୍ଟାରେ ଲଘୁଚାପ ଆଶଙ୍କା ରହିଛି।
୧୮ ଓ ୧୯ରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୦ ତାରିଖରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ଆକଳନ କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।