ସୋନପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଜଟେସିଂହା କ୍ଳଷ୍ଟରର ବଡ଼ଖମାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଆଜି କ୍ଳଷ୍ଟରସ୍ତରୀୟ ସୁରଭୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଏଥିରେ ଜଟେସିଂହା ପଞ୍ଚାୟତର ସରପଞ୍ଚ ଶ୍ରୀମତୀ ସୁନିତା ପଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶୁଭାରମ୍ଭ କରିଥିଲେ।
Credible Local News of Odisha