ସୋନପୁର ଜିଲ୍ଲା ବୀରମହାରାଜପୁର ନିର୍ବାଚନ ମଣ୍ଡଳୀର ବିଜୁ ଜନତା ଦଳ ପକ୍ଷରୁ ଆଜି ବିଜେଡିର ୨୬ ତମ ପ୍ରତିଷ୍ଠା ଦିବସ ଉଲୁଣ୍ଡା ବ୍ଲକ ଗୈାଉଡଗାଡ ଆମ୍ବଟୋଟା ଠାରେ ପାଳିତ ହୋଇଯାଇଛି।
ଏଥିରେ ପୂର୍ବତନ ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ପଦ୍ମନାଭ ବେହେରାଙ୍କ ସହ ସ୍ଥାନୀୟ ବିଜେଡିର କର୍ମକର୍ତ୍ତା ସାମିଲ ହୋଇଥିଲେ।