ଓଲିଉଡ୍ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣି କଟକ ଡିସିପିଙ୍କୁ ଭେଟି ଅଭିଯୋଗ କରିଛନ୍ତି ପତ୍ନୀ।
ଡିସିପି ଉଭୟଙ୍କୁ ମହିଳା ଥାନାରେ ହାଜର ହେବାକୁ ନିର୍ଦ୍ଦେଶ ଦେବା ସହ କାଉନିସେଲିଂ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
Credible Local News of Odisha