ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସ୍ଥିତ ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ଠାରୁ ସଂଗଠନ ସଭାପତି ପ୍ରଫୁଲ୍ଲ କୁମାର ରଥ ନେତୃତ୍ବରେ ଏକ ସଚେତନତା ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିବା ସହ ଉପଜିଲ୍ଲାପାଳ କାର୍ଯ୍ୟାଳୟ ଠାରେ ପହଞ୍ଚି ଏକ ଦାବିପତ୍ର ପ୍ରଦାନ କରିଥିଲେ।
ଏଥିରେ ସମସ୍ତ ସଦସ୍ୟ ସାମିଲ ହୋଇଥିଲେ।