ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପାର୍ଥିବ ଶରୀର ଭୁବନେଶ୍ୱର ବିମାନବନ୍ଦର ଅଭିମୁଖେ ବାହାରିଛି।
ବିମାନରେ ଝାରସୁଗୁଡ଼ା ପହଞ୍ଚିବ ପାର୍ଥିବ ଶରୀର। ଝାରସୁଗୁଡ଼ାରେ ଶେଷ ଦର୍ଶନ ପରେ ଅନ୍ତିମ ସଂସ୍କାର କରାଯିବ। ଏହା ପୂର୍ବରୁ ସ୍ୱାସ୍ଥ୍ୟ ମନ୍ତ୍ରୀ ନବଙ୍କ ମରଶରୀରକୁ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନରେ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି।