ସୋନପୁର-ବିନିକା ରାସ୍ତାର ଧନୁପାଲି ଛକରେ ସ୍କୁଲପିଲାଙ୍କୁ କାର୍ ଧକ୍କା ଦେବାରୁ ଘଟଣାସ୍ଥଳରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।
ମୃତାହତ ଶରଧାପାଲି ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ର। ଲୋକେ ଡ୍ରାଇଭରକୁ ଅଟକ ରଖିଥିବା ବେଳେ ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା ଦେଖାଦେଇଛି।