ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ପ୍ରଭାବରେ ୮ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ଥିବାବେଳେ ୯ ତାରିଖ ସୁଦ୍ଧା ଦକ୍ଷିଣପୂର୍ବ ବଙ୍ଗୋସାଗରରେ ଅବପାତ ସୃଷ୍ଟି ସମ୍ଭାବନା ରହିଛି।

ପରେ ଏହା ଘନୀଭୂତ ହୋଇ ବାତ୍ୟାରେ ପରିଣତ ହୋଇପାରେ। ଲଘୁଚାପ କ୍ଷେତ୍ର ସୃଷ୍ଟି ପରେ ଏହାର ତୀବ୍ରତା ଓ ଗତିପଥ ସ୍ପଷ୍ଟ ହେବ କହିଛି ପାଣିପାଗ ବିଭାଗ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes