୩ ଦୁଷ୍କର୍ମୀଙ୍କୁ ୨୦ ବର୍ଷ ଲେଖାଏଁ ଜେଲ ଦଣ୍ଡାଦେଶ May 11, 2023 by Odisha ୨୦୧୫ ରାଜଗାଙ୍ଗପୁର ଅଞ୍ଚଳରେ ବିଧବାଙ୍କୁ ଗଣଦୁଷ୍କର୍ମ ମାମଲାରେ ୩ ଜଣଙ୍କୁ ଦଣ୍ଡାଦେଶ ଦେଇଛନ୍ତି ସୁନ୍ଦରଗଡ଼ ଜିଲ୍ଲା ଦୌରା ଜଜ୍।