ହାଇକୋର୍ଟରେ ORHDC ଦୁର୍ନୀତି ମାମଲାରେ ମହମ୍ମଦ ମୋକିମ୍ଙ୍କ ଆବେଦନର ଶୁଣାଣି ଶେଷ ହୋଇଛି।
ରାୟ ସଂରକ୍ଷିତ ରଖିଛନ୍ତି କୋର୍ଟ। ମୋକିମ୍ଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର ରଖିଲେ କୋର୍ଟ।ଭୁବନେଶ୍ୱର ଭିଜିଲାନ୍ସ କୋର୍ଟର ରାୟକୁ ଚ୍ୟାଲେଞ୍ଜ କରିଛନ୍ତି ମୋକିମ୍। ସାଢ଼େ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇ ଥିଲେ ଭିଜିଲାନ୍ସ କୋର୍ଟ।