ଝାରପଡ଼ା ଜେଲରେ ୨ ଗୋଷ୍ଠୀ ମଧ୍ୟରେ ମାଡ଼ପିଟ ଘଟଣାରେ ୱାର୍ଡର ପ୍ରଭାତ ମହାରଣାଙ୍କୁ ସସ୍ପେଣ୍ଡ କଲେ ଜେଲ୍ କର୍ତ୍ତୃପକ୍ଷ।
ଏହା ସହ ରାତି ଡ୍ୟୁଟିରେ ଦାୟିତ୍ୱରେ ଥିବା ଚିଫ୍ ୱାର୍ଡର ମଙ୍ଗୁଳି ସେଠୀଙ୍କୁ ବଦଳି କରିଛନ୍ତି।
Credible Local News of Odisha