ଅନୁଗୁଳ ସଦର ଥାନା ବାରସିଂହା ପ୍ରକଳ୍ପ ଉ.ପ୍ରା ବିଦ୍ୟାଳୟରେ ଆଜି ଗଣିତ ଶିକ୍ଷକ ବଦଳି ପ୍ରତିବାଦରେ ଛାତ୍ରଛାତ୍ରୀ ଓ ଅଭିଭାବକମାନେ ଫାଟକ ସମ୍ମୁଖରେ ତାଲା ପକାଇ ଧାରଣାରେ ବସିଥିବା ଦୃଶ୍ୟ ଦେଖିବାକୁ ମିଳିଛି।
Credible Local News of Odisha