କ୍ୟାବିନେଟ ମନ୍ତ୍ରୀ ହେଲେ ନିରଞ୍ଜନ ପୂଜାରୀ June 5, 2022 by Odisha କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଲେ ସୋନପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀ l