CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ସାମିଲ୍ ହେଲେ ଶାହ

କଟକ ମୁଣ୍ଡଳି ଠାରେ CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ସାମିଲ୍ ହୋଇଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ।

ପରେଡ୍‌ରେ ଅଭିବାଦନ ଗ୍ରହଣ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଅଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes