CPSE- ୨୦୨୪ର ତୃତୀୟ ପେପର ପରୀକ୍ଷା ସୂଚୀ ବଦଳିଲା

CPSE-କମ୍ବାଇଣ୍ଡ ପୋଲିସ ସର୍ଭିସ ଏକ୍‌ଜାମିନେସନ୍‌ର ଅକ୍ଟୋବର ୪ର ତୃତୀୟ ପେପର ପରୀକ୍ଷା ଅକ୍ଟୋବର ୬କୁ ଘୁଞ୍ଚିଛି। ତୃତୀୟ ପେପର ଫିଜିକ୍ସ, କେମିଷ୍ଟ୍ରି ପରୀକ୍ଷା ଅକ୍ଟୋବର ୬ ତାରିଖ ଦିନ ୧୦ଟାରୁ ଅପରାହ୍ନ ୧ଟା ଭିତରେ ହେବ। ପୂଜା ଭସାଣ ଦୃଷ୍ଟିରୁ ପରୀକ୍ଷା ସୂଚୀ ପରିବର୍ତ୍ତନ ନେଇ OPRB ସୂଚନା ଦେଇଛି।ମାତ୍ର ଅକ୍ଟୋବର ୫ର ଦୁଇଟି ପେପର ପରୀକ୍ଷା ପୂର୍ବ ସୂଚୀରେ ହେବ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes