OTET କେଳେଙ୍କାରୀ; ୮ ଅଭିଯୁକ୍ତଙ୍କୁ ମିଳିଲା ଜାମିନ୍

ପୂର୍ବତନ ବୋର୍ଡ ଉପସଭାପତି ନିହାର ରଞ୍ଜନ ମହାନ୍ତିଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ହାଇକୋର୍ଟ। ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣାଙ୍କୁ ମଧ୍ୟ ଜାମିନ ମିଳିଛି। ଦେଶ ଛାଡ଼ି ନ ଯିବାକୁ ସର୍ତ୍ତ ରଖିଛନ୍ତି ହାଇକୋର୍ଟ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes