OTET ପରୀକ୍ଷା ବାତିଲ୍ ଘଟଣାରେ ୬ଅଧିକାରୀଙ୍କ ବଦଳି

ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ବାତିଲ୍ ଘଟଣାରେ ବୋର୍ଡ କାର୍ଯ୍ୟାଳୟର ଅତିରିକ୍ତ ସମ୍ପାଦକଙ୍କ ସମେତ ୬ ଅଧିକାରୀଙ୍କ ବଦଳି କରାଯାଇଛି।

ବୋର୍ଡ କାର୍ଯ୍ୟାଳୟର ଅନ୍ୟ ବିଭାଗକୁ ବଦଳି ହେଲେ ଏହି ୬ ଅଧିକାରୀ।ଜୁଲାଇ ୨୦ରେ ହେବାକୁ ଥିବା ସ୍ବତନ୍ତ୍ର OTET ପରୀକ୍ଷା ବାତିଲ୍ ହୋଇଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes