ଆଜି ପ୍ରେସମିଟରେ ଏହି ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଡିଆଇଜି ବି. ଗଙ୍ଗାଧର। କାହିଁକି ପ୍ରଶ୍ନପତ୍ର ଲିକ୍ ହେଲା, ତା’ର ତଦନ୍ତ ଚାଲିଛି କହିଛନ୍ତି।ଏ ନେଇ ବୋର୍ଡ ଅଫିସ୍ କର୍ମଚାରୀଙ୍କୁ ପଚରାଉଚରା କରାଯାଇଛି, ୭ ଗିରଫ ପରେ ଆଉ କିଏ ରହିଛନ୍ତି, ତଦନ୍ତ ଜାରି ରହିଛି। ଲାପଟପ୍ ପାସଓ୍ୱାର୍ଡ କେମିତି ମିଳିଲା ତଦନ୍ତ ଚାଲିଛି, କାହା କାହା ପାଖକୁ ପ୍ରଶ୍ନପତ୍ର ଯାଇଛି, ଲିଙ୍କ୍ ଖୋଜା ଚାଲିଛି, ସମସ୍ତଙ୍କୁ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ହେବ କହିଛନ୍ତି କ୍ରାଇମବ୍ରାଞ୍ଚ ଡିଆଇଜି।