OTET ପ୍ରଶ୍ନପତ୍ର ଲିକ୍ ଘଟଣାରେ ଗିରଫ ପ୍ରଧାନ ଶିକ୍ଷକ ପ୍ରଶାନ୍ତ ଖମାରୀଙ୍କୁ ନିଲମ୍ବନ କଲା ଶିକ୍ଷା ବିଭାଗ। ଭବାନୀପାଟଣା ସଦର ବ୍ଲକ୍ ଭେଜିପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଥିଲେ।OTET ପ୍ରଶ୍ନପତ୍ର ଲିକ୍ ମାମଲାରେ ପ୍ରଶାନ୍ତଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ।
Credible Local News of Odisha