OTET ପ୍ରଶ୍ନପତ୍ର ଲିକ୍‌ ମାମଲାରେ ୬ ଜଣ ଗିରଫ

ଡାଟା ଏଣ୍ଟ୍ରି ଅପରେଟର ଜରିଆରେ ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଡିଜି।। ବୋର୍ଡ ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣା ଏଥିରେ ସମ୍ପୃକ୍ତ ଥିବାବେଳେ ତାଙ୍କ ଆକାଉଣ୍ଟକୁ ୨ ଲକ୍ଷ ୪୦ ହଜାର ଟଙ୍କା ଯିବାର ପ୍ରମାଣ ମିଳିଛି।

ଏହି ପ୍ରଶ୍ନପତ୍ର ଲିକ୍‌ ବାଲେଶ୍ବରରୁ କୋରାପୁଟ ପର୍ଯ୍ୟନ୍ତ ବ୍ୟାପିଛି କହିଛନ୍ତି କ୍ରାଇମବ୍ରାଞ୍ଚ ଡିଜି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes