ଓଡ଼ିଶାର ବିକାଶ ପାଇଁ ଆମେ ଗୁରୁତ୍ୱ ଦେଇଆସୁଛୁ: ମୋଦି

ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀ ଜଗନ୍ନାଥ କହି ଭାଷଣ ଆରମ୍ଭ କରିଥିଲେ।

ଓଡ଼ିଶାରେ ଆଜି ବିକାଶର ନୂଆ ଧାରା ଆରମ୍ଭ ହୋଇଛି।ଵଓଡ଼ିଶା ଓ ଦେଶର ବିକାଶ ପାଇଁ ବିଜୁ ବାବୁଙ୍କ ଯୋଗଦାନ ସ୍ମରଣୀୟ କହିଛନ୍ତି ମୋଦି।

ପ୍ରାୟ ୨୦ ହଜାର କୋଟିର ବିଭିନ୍ନ ପ୍ରକଳ୍ପ ଭେଟି ଦେଲେ ମୋଦି

ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୨୦ ହଜାର କୋଟିର ବିଭିନ୍ନ ପ୍ରକଳ୍ପ ଭେଟି ଦେଇଛନ୍ତି।

ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟପାଳ ରଘୁବର ଦାସ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଶ୍ୱେଶ୍ୱର ଟୁଡୁ ମଧ୍ୟ ଉପସ୍ଥିତ ଥିଲେ।

ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭାରତୀୟ ଅର୍ଥନୀତିକୁ ପ୍ରଧାନମନ୍ତ୍ରୀ ନୂଆ ଗତି ଦେଇଛନ୍ତି, ଏବେ ଭାରତ ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତି ହୋଇପାରିଛି, ଖୁବ୍‌ ଶୀଘ୍ର ଏହା ତୃତୀୟ ବୃହତ୍ତମ ଅର୍ଥନୀତି ହେବାକୁ ଯାଉଛି କହିଛନ୍ତି ମୁଖ୍ୟମନ୍ତ୍ରୀ।

ଓଡ଼ିଶାକୁ ଅନେକ ପ୍ରକଳ୍ପ ଭେଟି ଦେଇଥିବାରୁ କୃତଜ୍ଞତା ଜଣାଇଲେ। ଓଡ଼ିଶାର ବିକାଶ ପାଇଁ ମୁଁ ପ୍ରଧାନମନ୍ତ୍ରୀଙ୍କ ସହଯୋଗ କାମନା କରୁଛି କହିଛନ୍ତି ନବୀନ।

ଚଣ୍ଡିଖୋଲରେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲା ପରେ ସେଠାରୁ ସିଧା ଚଣ୍ଡିଖୋଲ ଯାଇଥିଲେ।

ଓଡ଼ିଶାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ।

ଚଣ୍ଡିଖୋଲରେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲା ପରେ ସେଠାରୁ ସିଧା ଚଣ୍ଡିଖୋଲ ଯାଇଥିଲେ।

ଓଡ଼ିଶାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ।

ରୋଗୀ ମୃତ୍ୟୁ ନେଇ ଯାଜପୁର ମେଡିକାଲରେ ହୋହଲ୍ଲା

ଯାଜପୁର ଜିଲ୍ଲା ତ୍ରୁଟିପୂର୍ଣ୍ଣ ଚିକିତ୍ସାରୁ ରୋଗୀ ମୃତ୍ୟୁ ଅଭିଯୋଗ ହୋଇଛି।

କାଲି ଭଣ୍ଡାରୀପୋଖରୀ ସଡ଼ଙ୍ଗା ଗାଁର ଜଣେ ବ୍ୟକ୍ତି ମେଡିକାଲ ଆସିଥିଲେ। ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ମେଡିକାଲରେ ଚିକିତ୍ସାଧୀନ ଥିଲେ।

ଝାଡ଼ାବାନ୍ତିରେ ୫୦ରୁ ଅଧିକ ଆକ୍ରାନ୍ତ

ଯାଜପୁର ଜିଲ୍ଲା କୋରେଇ ବ୍ଲକ ରାଧାନଗରପାଟଣା ଗାଁରେ ଝାଡ଼ାବାନ୍ତିରେ ୫୦ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି।

ଆକ୍ରାନ୍ତଙ୍କୁ ଯାଜପୁର ରୋଡ୍‌, ଜିଲ୍ଲା ହସ୍ପିଟାଲ, କଟକ SCB ସ୍ଥାନାନ୍ତର କରାଯାଇଛି। ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ଗାଁରେ ପହଞ୍ଚିଲା ଡାକ୍ତରୀ ଟିମ୍‌।

ଅଗଷ୍ଟ ୧୫ରେ ପିଲାଙ୍କୁ ମିଳିବ ନୂଆ-ଓ ମ୍ୟାଜିକ କାର୍ଡ

ଯାଜପୁରରେ ନୂଆ-ଓ କାର୍ଯ୍ୟକ୍ରମରେ 5ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଏହି ସୂଚନା ଦେଇଛନ୍ତି।

କାର୍ଡରେ ସରକାରୀ ବସ୍, ଟ୍ରେନ,ବିମାନରେ ରିହାତି ମିଳିବ। ୱାଇଫାଇ ସେଣ୍ଟରରେ ମିଳିବ ମାଗଣା ୱାଇଫାଇ ସେବା। ଯୁବପୀଢ଼ିଙ୍କୁ ନେଇ ନୂଆ ଓଡ଼ିଶା ଗଠନ ମୁଖ୍ୟମନ୍ତ୍ରୀ ଲକ୍ଷ୍ୟ ବୋଲି ସେ କହିଛନ୍ତି।

Nuakhai wishes