ଏପ୍ରିଲ ୨୩ରୁ ଆରମ୍ଭ ହେବ ରାଜ୍ୟସ୍ତରୀୟ ଆଦିବାସୀ ମେଳା

ଏପ୍ରିଲ ୨୩ରୁ ଆରମ୍ଭ ହେବ ରାଜ୍ୟସ୍ତରୀୟ ଆଦିବାସୀ ମେଳା ।

୧୦ ଦିନ ଯାଏ ଏହି ଆଦିବାସୀ ମେଳା ଭୁବନେଶ୍ବର ଇଡ଼କୋ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବ ।

ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଶ୍ରାଦ୍ଧଦିବସ ପାଳିତ

ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଆଜି ଖୋର୍ଦ୍ଧା ସ୍ଥିତ ଜାନକୀ ବଲ୍ଲଭ ଉଦ୍ୟାନରେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବା ସହ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି l

Nuakhai wishes