କ୍ରସରରେ କାମ ବେଳେ ଜଣେ ଶ୍ରମିକ ମୃତ, ଜଣେ ଗୁରୁତର

ଯାଜପୁର ଜିଲ୍ଲା ଧର୍ମଶାଳା ତହସିଲ ରାହାଡପୁର ସ୍ଥିତ ଏକ କ୍ରସରରେ ଏହି ଘଟଣା ଘଟିଛି।

କ୍ରସର ମେସିନ ଚକା ଖୋଲିବା ବେଳେ ଅଘଟଣ ଘଟିଥିବା ସୂଚନା ମିଳିଛି। ଗୁରୁତର ଶ୍ରମିକଙ୍କୁ ପ୍ରାଥମିକ ଚିକିତ୍ସା ପରେ କଟକ ସ୍ଥାନାନ୍ତର କରାଯାଇଛି।

ଯୁବକର କଟୁରୀ ଚୋଟରେ ବୃଦ୍ଧ ମୃତ

ଯାଜପୁର ଜିଲ୍ଲା ସଦର ଥାନା ଜମଧର ଗାଁରେ ରାସ୍ତାରେ ଯାଉଥିବା ବେଳେ ବୃଦ୍ଧଙ୍କୁ ଅଟକାଇ ହାଣିଲା ଯୁବକ।

ଅଭିଯୁକ୍ତ ଯୁବକକୁ ଅଟକ ରଖିଲା ସଦର ଥାନା ପୁଲିସ। ଯୁବକ ଜଣଙ୍କ ମାନସିକ ବିକାରଗ୍ରସ୍ତ ହୋଇଥିବା ସୂଚନା ମିଳିଛି।

ଓଡ଼ିଶାର ବିକାଶ ପାଇଁ ଆମେ ଗୁରୁତ୍ୱ ଦେଇଆସୁଛୁ: ମୋଦି

ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀ ଜଗନ୍ନାଥ କହି ଭାଷଣ ଆରମ୍ଭ କରିଥିଲେ।

ଓଡ଼ିଶାରେ ଆଜି ବିକାଶର ନୂଆ ଧାରା ଆରମ୍ଭ ହୋଇଛି।ଵଓଡ଼ିଶା ଓ ଦେଶର ବିକାଶ ପାଇଁ ବିଜୁ ବାବୁଙ୍କ ଯୋଗଦାନ ସ୍ମରଣୀୟ କହିଛନ୍ତି ମୋଦି।

ପ୍ରାୟ ୨୦ ହଜାର କୋଟିର ବିଭିନ୍ନ ପ୍ରକଳ୍ପ ଭେଟି ଦେଲେ ମୋଦି

ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୨୦ ହଜାର କୋଟିର ବିଭିନ୍ନ ପ୍ରକଳ୍ପ ଭେଟି ଦେଇଛନ୍ତି।

ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟପାଳ ରଘୁବର ଦାସ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଶ୍ୱେଶ୍ୱର ଟୁଡୁ ମଧ୍ୟ ଉପସ୍ଥିତ ଥିଲେ।

ଚଣ୍ଡିଖୋଲ ସଭାରେ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭାରତୀୟ ଅର୍ଥନୀତିକୁ ପ୍ରଧାନମନ୍ତ୍ରୀ ନୂଆ ଗତି ଦେଇଛନ୍ତି, ଏବେ ଭାରତ ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତି ହୋଇପାରିଛି, ଖୁବ୍‌ ଶୀଘ୍ର ଏହା ତୃତୀୟ ବୃହତ୍ତମ ଅର୍ଥନୀତି ହେବାକୁ ଯାଉଛି କହିଛନ୍ତି ମୁଖ୍ୟମନ୍ତ୍ରୀ।

ଓଡ଼ିଶାକୁ ଅନେକ ପ୍ରକଳ୍ପ ଭେଟି ଦେଇଥିବାରୁ କୃତଜ୍ଞତା ଜଣାଇଲେ। ଓଡ଼ିଶାର ବିକାଶ ପାଇଁ ମୁଁ ପ୍ରଧାନମନ୍ତ୍ରୀଙ୍କ ସହଯୋଗ କାମନା କରୁଛି କହିଛନ୍ତି ନବୀନ।

ଚଣ୍ଡିଖୋଲରେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲା ପରେ ସେଠାରୁ ସିଧା ଚଣ୍ଡିଖୋଲ ଯାଇଥିଲେ।

ଓଡ଼ିଶାରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ।

Nuakhai wishes