ରିପୋର୍ଟ ଷ୍ଟାଟସ୍ ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ଷ୍ଟାଟସ୍ ଦାଖଲ ପାଇଁ ହାଇକୋର୍ଟ ନିର୍ଦେଶ ଦେଇଛନ୍ତି।
ଷ୍ଟାଟସ୍ ରିପୋର୍ଟ ଦାଖଲ ପାଇଁ ୩ ସପ୍ତାହ ସମୟ ନେଲେ ରାଜ୍ୟ ସରକାର। ୩ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ଚାବି ହଜିବା ନେଇ ଗଠନ ହୋଇଥିଲା କମିଶନ।