VVIPଙ୍କ ଗସ୍ତ ସୂଚନା ଲିକ୍‌ କଲେ କାର୍ଯ୍ୟାନୁଷ୍ଠାନ

ଭିଭିଆଇପିଙ୍କ ଗସ୍ତ ସୂଚନା ଲିକ୍‌ ନେଇ କଡ଼ା ସତର୍କତା ଜାରି କରିଛନ୍ତି ସରକାର। ସୋସିଆଲ୍‌ ମିଡିଆରେ ସୁରକ୍ଷା ସୂଚନା ସେୟାର୍‌ ଘଟଣାକୁ ଗୁରୁତ୍ୱର ସହ ନେଇ ନେଇଛନ୍ତି ସରକାର। ଗୃହ ବିଭାଗ ପକ୍ଷରୁ ଡିଜିପି ଓ ଆଇଜି, ଗୁପ୍ତଚର ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି।

ସମସ୍ତ ଜିଲ୍ଲାପାଳ ଓ ଏସ୍‌ପିଙ୍କ ପାଇଁ ଏନେଇ ସତର୍କ ସୂଚନା ଜାରି ହୋଇଛି। VVIPଙ୍କ ଗସ୍ତ ସମ୍ବନ୍ଧୀୟ ସୂଚନା ସୋସିଆଲ ମିଡିଆରୁ ଲିକ୍‌ ହେଉଥିବାରୁ ପଦକ୍ଷେପ ନେଇଛନ୍ତି ସରକାର।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes