ରଥଯାତ୍ରା

ଶ୍ରୀମନ୍ଦିର ଫେରିବେ ଚତୁର୍ଦ୍ଧାମୂର୍ତ୍ତି

Credit:- Shree Jagannath Temple Office,Puri

ଆଜି ବାହୁଡା ଯାତ୍ରା ଅବସରରେ ୯ ଦିନ ଗୁଣ୍ଡିଚାଯାତ୍ରା ସାରି ଶ୍ରୀମନ୍ଦିର ଫେରିବେ ଚତୁର୍ଦ୍ଧାମୂର୍ତ୍ତି  ଏଥିପାଇଁ ରଥାରୂଢ ହୋଇଛନ୍ତି  । ଭକ୍ତିମୟ ପରିବେଶ ମଧ୍ୟରେ ସେବାୟତଙ୍କ ଗହଣରେ ଶ୍ରୀମସ୍ତକରେ ଟାହିଆ ସୁଶୋଭିତ, ଘଣ୍ଟ, କାହାଳି ତାଳେ ତାଳେ  ଭାବ ବିହ୍ୱଳ ପରିବେଶ ମଧ୍ୟରେ ଧାଡ଼ି ପହଣ୍ଡିରେ ରଥକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି  ।